ଓଡ଼ିଶାରେ ଦେଢ଼ କୋଟି ଟିକାକରଣ

ଭୁବନେଶ୍ୱର,ଏନ୍ଏନ୍ଏସ୍: ଟିକାକରଣରେ ଓଡ଼ିଶା ଆଉ ଏକ ମାଇଲଖୁଣ୍ଟ ଅତିକ୍ରମ କରିଛି। ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ଦେଢ଼ କୋଟି ଟିକାକରଣ ହୋଇଥିବା ଜଣାପଡ଼ିଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି।