ରାଜ୍ୟରେ ପୁଣି ୧୪ ଓମିକ୍ରନ୍ ଆକ୍ରାନ୍ତ ଚିହ୍ନଟ: ସଂଖ୍ୟା ୭୫କୁ ବୃଦ୍ଧି ରାଜ୍ୟ By Nitidin On Jan 8, 2022 Share ଭୁବନେଶ୍ୱର,ଏନ୍ଏନ୍ଏସ୍: ରାଜ୍ୟରେ ପୁଣି ୧୪ଜଣ ଓମିକ୍ରନ୍ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଫଳରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୭୫କୁ ବୃଦ୍ଧି ପାଇଛି। ଏନେଇ ଆଇଏଲଏସ୍ ପକ୍ଷରୁ ସ୍ୱାସ୍ଥ୍ୟ ବିଭାଗକୁ ସୂଚନା ପ୍ରଦାନ କରାଯାଇଛି। Share