Notice: Function _load_textdomain_just_in_time was called incorrectly. Translation loading for the really-simple-ssl domain was triggered too early. This is usually an indicator for some code in the plugin or theme running too early. Translations should be loaded at the init action or later. Please see Debugging in WordPress for more information. (This message was added in version 6.7.0.) in /home/muhapqmy/public_html/wp-includes/functions.php on line 6131

Notice: Function _load_textdomain_just_in_time was called incorrectly. Translation loading for the publisher domain was triggered too early. This is usually an indicator for some code in the plugin or theme running too early. Translations should be loaded at the init action or later. Please see Debugging in WordPress for more information. (This message was added in version 6.7.0.) in /home/muhapqmy/public_html/wp-includes/functions.php on line 6131
ଆଜି ଚିହ୍ନଟ ହେଲେ ୧୪୮୦ କରୋନା ପଜିଟିଭ – Nitidin
Deprecated: Function WP_Dependencies->add_data() was called with an argument that is deprecated since version 6.9.0! IE conditional comments are ignored by all supported browsers. in /home/muhapqmy/public_html/wp-includes/functions.php on line 6131

ଆଜି ଚିହ୍ନଟ ହେଲେ ୧୪୮୦ କରୋନା ପଜିଟିଭ

ଭୁବନେଶ୍ୱର, ଏନ୍ଏନ୍ଏସ୍: ଗତ ୨୪ ଘଣ୍ଟା ମଧ୍ୟରେ ୧୪୮୦ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୨୮୨୬୯୫ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଆଜି    ସଂକ୍ରମିତଙ୍କ ମଧ୍ୟରୁ ୮୫୮ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୬୨୨ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।

ଅନୁଗୁଳ ଜିଲ୍ଲାରୁ ୧୪୧ଜଣ, ବାଲେଶ୍ୱର ଜିଲ୍ଲାରୁ ୮୪ଜଣ, ବରଗଡ଼ ଜିଲ୍ଲାରୁ ୪୯ଜଣ, ଭଦ୍ରକ ଜିଲ୍ଲାରୁ ୨୪ଜଣ, ବଲାଙ୍ଗୀର ଜିଲ୍ଲାରୁ ୪୪ଜଣ, ବୌଦ୍ଧ ଜିଲ୍ଲାରୁ ୧୨ଜଣ, କଟକ ଜିଲ୍ଲାରୁ ୧୦୬ଜଣ, ଦେଓଗଡ଼ ଜିଲ୍ଲାରୁ ୧୧ଜଣ, ଢେଙ୍କାନାଳ ଜିଲ୍ଲାରୁ ୨୫ଜଣ, ଗଜପତି ଜିଲ୍ଲାରୁ ୬ଜଣ, ଗଞ୍ଜାମ ଜିଲ୍ଲାରୁ ୨୦ଝଣ, ଜଗତସିଂହପୁର ଜିଲ୍ଲାରୁ ୭୨ଜଣ, ଯାଜପୁର ଜିଲ୍ଲାରୁ ୫୬ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୫୦ଜଣ, କଳାହାଣ୍ଡି ଜିଲ୍ଲାରୁ ୨୪ଜଣ, କନ୍ଧମାଳ ଜିଲ୍ଲାରୁ ୭ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୫୧ଜଣ, କେନ୍ଦୁଝର ଜିଲ୍ଲାରୁ ୮୭ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୧୧୦ଜଣ, କୋରାପୁଟ ଜିଲ୍ଲାରୁ ୩୯ଜଣ, ମାଲକାନଗିରି ଜିଲ୍ଲାରୁ ୨୩ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୧୧୩ଜଣ, ନବରଙ୍ଗପୁର ଜିଲ୍ଲାରୁ ୪୦ଜଣ, ନୟାଗଡ଼ ଜିଲ୍ଲାରୁ ୨୮ଜଣ, ନୂଆପଡ଼ା ଜିଲ୍ଲାରୁ ୪୪ଜଣ, ପୁରୀ ଜିଲ୍ଲାରୁ ୪୭ଜଣ, ରାୟଗଡ଼ା ଜିଲ୍ଲାରୁ ୮ଜଣ, ସମ୍ବଲପୁର ଜିଲ୍ଲାରୁ ୨୯ଜଣ, ସୋନପୁର ଜିଲ୍ଲାରୁ ୧୪ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୯୦ଜଣ, ଷ୍ଟେଟ ପୁଲ୍‌ରୁ ୨୬ଜଣ ରହିଛନ୍ତି ।