ଶ୍ରୀମନ୍ଦିର ପାଇଁ ୧୫୦ କୋଟିର ବଜେଟ୍ ଅନୁମୋଦନ

ଭୁବନେଶ୍ୱର,ଏନ୍ଏନ୍ଏସ୍: ଶ୍ରୀମନ୍ଦିର ପାଇଁ ୧୫୦ କୋଟିର ବଜେଟ୍ ଅନୁମୋଦନ ହୋଇଛି। ଏନେଇ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ କ୍ରିଷନ କୁମାର ସୂଚନା ପ୍ରଦାନ କରିଛନ୍ତି। ଶ୍ରୀମନ୍ଦିର ପରିଚାଳନା କମିଟିର ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି।