ସୁସ୍ଥ ହେଲେ ରାଜ୍ୟର ପ୍ରଥମ ଓମିକ୍ରୋନ୍ ଆକ୍ରାନ୍ତ ରାଜ୍ୟ By Nitidin On Dec 27, 2021 Share ଭୁବନେଶ୍ୱର,ଏନ୍ଏନ୍ଏସ୍: ରାଜ୍ୟର ପ୍ରଥମ ଓମିକ୍ରୋନ୍ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସମ୍ପୃକ୍ତ ଆକ୍ରାନ୍ତ କଟକର ଏକ ଘରୋଇ ହସ୍ପିଟାଲରୁ ଡିସଚାର୍ଜ ହୋଇଥିବା ଜଣାପଡ଼ିଛି। ଏଥିସହିତ ଆଉ ୭ ଦିନ ଆଇସୋଲେସନରେ ରହିବାକୁ ଡାକ୍ତର ତାଙ୍କୁ ପରାମର୍ଶ ଦେଇଛନ୍ତି। Share