ପହଂଚିଲା ଅଢ଼େଇ ଲକ୍ଷ କୋଭିସିଲ୍ଡ ଟିକା

ଭୁବନେଶ୍ୱର,ଏନ୍ଏନ୍ଏସ୍: ଓଡ଼ିଶାରେ ଅଢ଼େଇ ଲକ୍ଷ କୋଭିସିଲ୍ଡ ଟିକା ପହଂଚିଛି। ଏନେଇ ପରିବାର କଲ୍ୟାଣ ନିର୍ଦ୍ଦେଶକ ବିଜୟ ପାଣିଗ୍ରାହୀ ସୂଚନା ଦେଇଛନ୍ତି। ଏଥିସହିତ ଆସନ୍ତାକାଲି ଟିକା ଉତ୍ସବ ପାଳନ ହେବ ଓ ସବୁ କେନ୍ଦ୍ରରେ ଟିକା ଦିଆଯିବ ବୋଲି ମଧ୍ୟ ଶ୍ରୀ ପାଣିଗ୍ରାହୀ କହିଛନ୍ତି।