ଆସନ୍ତା ୨୨ରୁ ଯୁକ୍ତ ୨ ପାଠପଢ଼ା ଆରମ୍ଭ

ଭୁବନେଶ୍ୱର,ଏନ୍‌ଏନ୍‌ଏସ୍‌: ରାଜ୍ୟରେ ଆସନ୍ତା ୨୨ ତାରିଖରୁ ଯୁକ୍ତ ଦୁଇ ପ୍ରଥମ ବର୍ଷ ପାଠପଢ଼ା ଆରମ୍ଭ ହେବ । ଏନେଇ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାସ ସୂଚନା ପ୍ରଦାନ କରିଛନ୍ତି । ଚଳିତ ବର୍ଷ ସାଢ଼େ ୩ ଲକ୍ଷ ପିଲା ନାମ ଲେଖାଇଥିବା ନେଇ ସୂଚନା ମିଳିଛିି ।