+୨ ପରୀକ୍ଷା ସୂଚୀ ଘୋଷଣା

ଭୁବନେଶ୍ୱର,ଏନ୍ଏନ୍ଏସ୍: ଯୁକ୍ତ ୨ ପରୀକ୍ଷା ପାଇଁ ଘୋଷଣା ହେଲା ତାରିଖ। ମେ’ ୧୮ରୁ ଜୁନ୍ ୧୨ ତାରିଖ ପର୍ଯ୍ୟନ୍ତ ପରୀକ୍ଷା ଚାଲିବ। ସେହିପରି ମେ’ ୨୮ରୁ ଆରମ୍ଭ ହେବ ଧନ୍ଦା ମୂଳକ ଶିକ୍ଷାର ପରୀକ୍ଷା। ଏନେଇ ସୂଚନା ଦେଲେ ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ।