ହୀରାକୁଦରେ ଖୋଲିଲା ଆଉ ୨ଟି ଗେଟ୍‌

ସମ୍ବଲପୁର,ଏନ୍‌ଏନ୍‌ଏସ୍‌: ହୀରାକୁଦ ଜଳ ଭଣ୍ଡାରର ଆଉ ୨ଟି ଗେଟ ଖୋଲିଛି । ହୀରାକୁଦ ଡ୍ୟାମରୁ ଏବେ ମୋଟ ୧୦ଟି ଗେଟ ଦେଇ ଜଳ ନିଷ୍କାସନ ହେଉଥିବା ଜଣାପଡ଼ିଛି ।