ଭୁବନେଶ୍ୱର, ଏନ୍ଏନ୍ଏସ୍: ରାଜଧାନୀରେ ଲଗାତାର ୨ ଦିନ ହେବ ୨ଜଣ ଲେଖାଏଁ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଆଜି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ପଳାଶୁଣୀ ଓ ୟୁନିଟ -୮ରୁ ଜଣେ ଲେଖାଏଁ ରହିଛନ୍ତି। ଅନ୍ୟପଟେ ୧୦ଜଣ କରୋନା ରୋଗୀ ଆରୋଗ୍ୟ ଲାଭ କରିଛନ୍ତି। ଏନେଇ ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ସୂଚନା ଦିଆଯାଇଛି।
