ପ୍ରକାଶ ପାଇଲା + ୨ ରେଜଲ୍ଟ

କଟକ,ଏନ୍‌ଏନ୍‌ଏସ୍‌: ରାଜ୍ୟରେ +୨ ବିଜ୍ଞାନ ଓ ବାଣିଜ୍ୟ ରେଜଲ୍ଟ ପ୍ରକାଶ ପାଇଛି । ଏନେଇ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ସୂଚନା ଦେଇଛନ୍ତି । ଚଳିତ ବର୍ଷ ବିଜ୍ଞାନରେ ୯୪ ପ୍ରତିଶତ ଓ ବାଣିଜ୍ୟରେ ୮୯ ପ୍ରତିଶତ ଛାତ୍ରଛାତ୍ରୀ ପାସ୍ ହୋଇଛନ୍ତି ।