ଜୁଲାଇ ଶେଷ ସୁଦ୍ଧା ପ୍ରକାଶ ପାଇବ ଯୁକ୍ତ ୨ ପରୀକ୍ଷା ଫଳ ରାଜ୍ୟ By Nitidin On Jul 21, 2022 Share ଭୁବନେଶ୍ବର,ଏନ୍ଏନ୍ଏସ୍: ଜୁଲାଇ ଶେଷ ସୁଦ୍ଧା ପ୍ରକାଶ ପାଇବ ଯୁକ୍ତ ଦୁଇ ପରୀକ୍ଷା ଫଳ। ଶେଷ ପର୍ଯ୍ୟାୟରେ ପହଞ୍ଚିଛି ଖାତାଦେଖା ପ୍ରକ୍ରିୟା । ଏ ନେଇ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ ସୂଚନା ଦେଇଛନ୍ତି । ପ୍ରଥମ ପର୍ଯ୍ୟାୟରେ ବିଜ୍ଞାନ ଏବଂ ବାଣିଜ୍ୟ ଫଳ ପ୍ରକାଶ ପାଇବ । ମାର୍କିଂ ପରେ ଟାବୁଲେଟିଂ କାର୍ଯ୍ୟ ଜାରି ରହିଛି । ତାର ସପ୍ତାହେ ପରେ କଳା ରେଜଲ୍ଟ ପ୍ରକାଶ ପାଇବ। ଏ ନେଇ ସୂଚନା ଦେଇଛନ୍ତି ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ । ଗତ ଏପ୍ରିଲ ୨୮ ତାରିଖରୁ ପରୀକ୍ଷା ଆରମ୍ଭ ହୋଇଥିବା ବେଳେ ମେ ୩୧ ତାରିଖ ପର୍ଯ୍ୟନ୍ତ ପରୀକ୍ଷା ଚାଲିବ । Share