ଭୁବନେଶ୍ୱରରୁ ୨୫ ଲକ୍ଷ ଟଙ୍କାର ବ୍ରାଉନସୁଗାର ଜବତ : ଜଣେ ଗିରଫ ରାଜ୍ୟ By Nitidin Last updated Nov 16, 2020 Share ଭୁବନେଶ୍ୱର, ଏନ୍ଏନ୍ଏସ୍: ଭୁବନେଶ୍ୱରର ଖଣ୍ଡଗିରିସ୍ଥିତ କଳିଙ୍ଗନଗରରୁ ୨୫ ଲକ୍ଷ ଟଙ୍କାର ବ୍ରାଉନସୁଗାର ଜବତ କରି ପୁଲିସ ଜଣଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ଜଣକ ଦଶପଲ୍ଲା ଅଞ୍ଚଳର ବୋଲି ପୁଲିସ ସୂଚନା ଦେଇଛି। ଚଢ଼ଉ ସମୟରେ ଏକ ଦାମୀ କାର, ଏକ ବନ୍ଧୁକ ସହ ୨୨୫ ଗ୍ରାମର ବ୍ରାଉନସୁଗାର ଜବତ କରାଯାଇଛି। Share