ଖୋର୍ଦ୍ଧା,ଏନଏନଏସ : ମୁମ୍ବାଇର ଥାନେ ଅଂଚଳରୁ ପ୍ରବାସୀ ଶ୍ରମିକଙ୍କୁ ଆଣି ଓଡିଶାର ଖୋର୍ଦ୍ଧା ରୋଡ଼ ଷ୍ଟେସନରେ ପହଞ୍ଚିଛି ସ୍ୱତନ୍ତ୍ର ଶ୍ରମିକ ସ୍ପେଶାଲ ଟ୍ରେନ । ଆଜି ସକାଳ ୯ଟା ସମୟରେ ଖୋର୍ଦ୍ଧା ରୋଡ ଷ୍ଟେସନରେ ଏହି ଟ୍ରେନ ପହଂଚିବା ପରେ ଜିଲା ପ୍ରଶାସନ ପକ୍ଷରୁ କେନ୍ଦ୍ରାଞ୍ଚଳ ରାଜସ୍ୱ କମିଶନର ,ଜିଲାପାଳ ଓ ଜିଲାର ବରିଷ୍ଠ ଅଧିକାରୀ ମାନେ ଉପସ୍ଥିତ ରହି ସେମାନଙ୍କୁ ସ୍ୱାଗତ କରିଛନ୍ତି ।
