ଭୁବନେଶ୍ୱର,ଏନ୍ଏନ୍ଏସ୍: ରାଜଧାନୀ ଭୁବନେଶ୍ୱରରେ ୨୬୭ ଜଣ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରେଣ୍ଟାଇନରୁ ୭୧ ଜଣ ଓ ସ୍ଥାନୀୟ ସଂକ୍ରମଣ ୧୯୬ ଜଣ ରହିଛନ୍ତି। ଅନ୍ୟପଟେ କରୋନା ଯୋଗୁ ୩୪୨ ଜଣ କରୋନା ରୋଗୀ ଆରୋଗ୍ୟ ଲାଭ କରିଛନ୍ତି। ଏନେଇ ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ସୂଚନା ଦିଆଯାଇଛି।
