ରାଜ୍ୟରେ ଆଉ ୩୨ ଓମିକ୍ରନ୍ ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ : ରାଜ୍ୟରେ ଆଉ ୩୨ଜଣ ଓମିକ୍ରନ୍ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଫଳରେ ମୋଟ ଓମିକ୍ରନ୍ ଆକ୍ରାନ୍ତଙ୍କ ସଂଖ୍ୟା ୨୦୨କୁ ବୃଦ୍ଧି ପାଇଛି । ଏନେଇ ସ୍ୱାସ୍ଥ୍ୟ ମନ୍ତ୍ରାଳୟକୁ ଆଇଏଲଏସ୍ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।