ଭୁବନେଶ୍ୱର,ଏନ୍ଏନ୍ଏସ୍: ରାଜ୍ୟରେ ଆଉ ୪ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏଥିସହିତ ମୋଟ କରୋନା ମୃତ୍ୟୁ ସଂଖ୍ୟା ୧୮୬୧ରେ ପହଞ୍ଚିଛି।
ସୂଚନା ଅନୁଯାୟୀ ଏହି ୪ ମୃତକଙ୍କ ଭିତରେ ଖୋର୍ଦ୍ଧା, କଳାହାଣ୍ଡି, ନୂଆପଡ଼ା ଓ ସୁନ୍ଦରଗଡ଼ରୁ ଜଣେ ଲେଖାଏଁ ରହିଛନ୍ତି।