ଭୁବନେଶ୍ୱର,ଏନ୍ଏନ୍ଏସ୍: ରାଜ୍ୟରେ କରୋନା ଯୋଗୁ ଆଉ ୪ଜଣଙ୍କର ମୃତ୍ୟୁ ଘଟିଛି। ଫଳରେ ମୋଟ ମୃତ୍ୟୁସଂଖ୍ୟା ୧୮୦୨କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି।
ଆଜି ମୃତ୍ୟୁବରଣ କରିଥିବା କରୋନା ଆକ୍ରାନ୍ତଙ୍କ ମଧ୍ୟରେ ବାଲେଶ୍ୱର ଓ ମାଲକାନଗିରିରୁ ୭୦ ବର୍ଷୀୟ ବୃଦ୍ଧ, ସୁନ୍ଦରଗଡ଼ରୁ ୬୫ ବର୍ଷୀୟ ବୃଦ୍ଧ ଓ ସୁନ୍ଦରଗଡ଼ରୁ ଜଣେ ୫୫ ବର୍ଷୀୟ ମହିଳା ରହିଛନ୍ତି।