ରାଜ୍ୟରେ ଆଜି ସୁସ୍ଥ ହେଲେ ଆଉ ୪୦୮୯ କରୋନା ଆକ୍ରାନ୍ତ

ଭୁବନେଶ୍ୱର, ଏନଏନଏସ:  ରାଜ୍ୟରେ ଆଜି   ଆଉ ୪୦୮୯ କରୋନା ଆକ୍ରାନ୍ତ ସୁସ୍ଥ  ହୋଇଛନ୍ତି।

ଏହାକୁ ମିଶାଇ ରାଜ୍ୟରେ  ମୋଟ ୩ ଲକ୍ଷ ୭୧ ହଜାର ୨୦୦ ଜଣ ସୁସ୍ଥ ହୋଇସାରିଲେଣି ।