ଭୁବନେଶ୍ୱର,ଏନ୍ଏନ୍ଏସ୍: ରାଜ୍ୟରେ କରୋନା ସଂକ୍ରମଣ ହାରରେ ସୁଧାର ଆସିଛି। ଏଣିକି ରାଜ୍ୟରେ ୫ ଶହ ତଳକୁ ଦୈନିକ ସଂକ୍ରମିତ ଚିହ୍ନଟ ହେଉଛନ୍ତି। ଏହି ପରିପ୍ରେକ୍ଷୀରେ ଗତ ୨୪ ଘଣ୍ଟାରେ ରାଜ୍ୟରେ ୪୮୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନ ସେଣ୍ଟରରୁ ୨୭୬ ଜଣ ଚିହ୍ନଟ ହୋଇଥିବାବେଳେ ଲୋକାଲରୁ ୨୦୪ ଜଣ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୩,୧୯,୫୮୩ରେ ପହଞ୍ଚିଛି। ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି।
Covid-19 Report For 1st December
New Positive Cases: 480
In quarantine: 276
Local contacts: 204(Details of local contacts will be shared by concerned District Administration)
District Wise Cases:
1. Angul: 41
2. Balasore: 19
3. Bargarh: 30
4. Bhadrak: 2
5. Balangir: 7— I & PR Department, Odisha (@IPR_Odisha) December 2, 2020