ଭୁବନେଶ୍ୱର,ଏନ୍ଏନ୍ଏସ୍: ଗତ ୨୪ ଘଣ୍ଟା ମଧ୍ୟରେ ୫୬୫ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦ ଲକ୍ଷ ୨୫ ହଜାର ୮୭୪ରେ ପହଞ୍ଚିଛି। ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୩୨୮ ଜଣ କ୍ୱାରେଣ୍ଟାଇନ ସେଣ୍ଟରରୁ ହୋଇଥିବା ବେଳେ ୨୩୭ ଜଣ ଲୋକାଲ୍ କେସ୍ ରହିଛନ୍ତି। ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୬୩ ଜଣ ରହିଛନ୍ତି।
Covid-19 Report For 28th September
New Positive Cases: 565
Of which 0-18 years: 63
In quarantine: 328
Local contacts: 237(Details of local contacts will be shared by concerned Dist Administration)
District Wise Cases:
1. Angul: 8
2. Balasore: 28
3. Bargarh: 2
4. Bhadrak: 6— I & PR Department, Odisha (@IPR_Odisha) September 29, 2021