Notice: Function _load_textdomain_just_in_time was called incorrectly. Translation loading for the really-simple-ssl domain was triggered too early. This is usually an indicator for some code in the plugin or theme running too early. Translations should be loaded at the init action or later. Please see Debugging in WordPress for more information. (This message was added in version 6.7.0.) in /home/muhapqmy/public_html/wp-includes/functions.php on line 6131

Notice: Function _load_textdomain_just_in_time was called incorrectly. Translation loading for the publisher domain was triggered too early. This is usually an indicator for some code in the plugin or theme running too early. Translations should be loaded at the init action or later. Please see Debugging in WordPress for more information. (This message was added in version 6.7.0.) in /home/muhapqmy/public_html/wp-includes/functions.php on line 6131
ଜୁନ୍ ୧୭ରୁ କାର୍ଯ୍ୟକ୍ଷମ ହେବ ୬୪ଟି ଓଡ଼ିଶା ଆଦର୍ଶ ବିଦ୍ୟାଳୟ: ଗଣଶିକ୍ଷା ମନ୍ତ୍ରୀ – Nitidin
Deprecated: Function WP_Dependencies->add_data() was called with an argument that is deprecated since version 6.9.0! IE conditional comments are ignored by all supported browsers. in /home/muhapqmy/public_html/wp-includes/functions.php on line 6131

ଜୁନ୍ ୧୭ରୁ କାର୍ଯ୍ୟକ୍ଷମ ହେବ ୬୪ଟି ଓଡ଼ିଶା ଆଦର୍ଶ ବିଦ୍ୟାଳୟ: ଗଣଶିକ୍ଷା ମନ୍ତ୍ରୀ

ଭୁବନେଶ୍ୱର,ଏନ୍‌ଏନ୍‌ଏସ୍‌: ମଙ୍ଗଳବାର ବିଦ୍ୟାଳୟ ଏବଂ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ଲୋକସେବା ଭବନ ଠାରେ ଓଡିଶା ଆଦର୍ଶ ବିଦ୍ୟାଳୟ ସଂଗଠନର କାର୍ଯ୍ୟ ସମୀକ୍ଷା କରିଛନ୍ତି। ଏହି ସମୀକ୍ଷା ବୈଠକରେ ବିଦ୍ୟାଳୟ ଏବଂ ଗଣଶିକ୍ଷା ବିଭାଗର ପ୍ରମୁଖ ଶାସନ ସଚିବ ବିଷ୍ଣପୁଦ ସେଠୀ, ଓଡ଼ିଶା ଆଦର୍ଶ ବିଦ୍ୟାଳୟ ସଂଗଠନର ରାଜ୍ୟ ପ୍ରକଳ୍ପ ନିର୍ଦ୍ଦେଶକ ପ୍ରେମଚାନ୍ଦ ଚୌଧାରୀ ଓ ଅନ୍ୟାନ୍ୟ ପଦାଧିକାରୀମାନେ ଉପସ୍ଥିତ ଥିଲେ।

ଏହି ବୈଠକରେ ଗ୍ରହଣ କରାଯାଇଥିବା ସିଦ୍ଧାନ୍ତ ଅନୁଯାୟୀ ରାଜ୍ୟରେ ଅଦ୍ୟାବଧି ୨୫୦ଟି ଓଡ଼ିଶା ଆଦର୍ଶ ବିଦ୍ୟାଳୟ କାର୍ଯ୍ୟକ୍ଷମ ଥିବାବେଳେ ଅବଶିଷ୍ଟ ୬୪ ଗୋଟି ଓଡ଼ିଶା ଆଦର୍ଶ ବିଦ୍ୟାଳୟଗୁଡିକୁ ଆସନ୍ତା ଜୁନ ମାସ ୧୭ ତାରିଖଠାରୁ କାର୍ଯ୍ୟକ୍ଷମ କରାଯିବ। ଏହି ୬୪ ଗୋଟି ଆଦର୍ଶ ବିଦ୍ୟାଳୟରେ ଆସନ୍ତା ଜୁନ୍ ମାସ ୧୭ ତାରିଖଠାରୁ ୬ଷ୍ଠ ଶ୍ରେଣୀର ପାଠପଢା ଆରମ୍ଭ କରାଯିବା ସମସ୍ତ ଆଦର୍ଶ ବିଦ୍ୟାଳୟର ନିର୍ମାଣ କାର୍ଯ୍ୟ ୨୦୨୩ ମସିହା ନଭେମ୍ବର ମାସ ମଧ୍ୟରେ ସମାପନ କରାଯିବା ପାଇଁ ସ୍ଥିର କରାଯାଇଛି।

ସମସ୍ତ ଆଦର୍ଶ ବିଦ୍ୟାଳୟରେ ଛାତ୍ରୀମାନଙ୍କ ନିମନ୍ତେ ଉଦ୍ଦିଷ୍ଟ ହଷ୍ଟେଲ ନର୍ମାଣ କାର୍ଯ୍ୟ ୨୦୨୩ ମସିହା ନଭେମ୍ବର ମାସ ମଧ୍ୟରେ ସମାପନ କରାଯିବା ପାଇଁ ମଧ୍ୟ ସ୍ଥିରୀକୃତ ହୋଇଛି। ଏହି ବିଦ୍ୟାଳୟଗୁଡ଼ିକର ସୁପରିଚାଳନା ନିମନ୍ତେ ଆବଶ୍ୟକ ଥିବା ୧୭୪୯ ଗୋଟି ପଦବି ପୂରଣ ପ୍ରକ୍ରିୟା ଆସନ୍ତା ଜୁନ୍ ମାସ ମଧ୍ୟରେ ଶେଷ କରିବାକୁ ବୈଠକରେ ନିଷ୍ପତ୍ତି ଗ୍ରହଣ କରାଯାଇଛି।