୬ଟା ସୁଦ୍ଧା ୮୦.୫ ପ୍ରତିଶତ ମତଦାନ

ବରଗଡ଼,ଏନ୍‌ଏନ୍‌ଏସ୍‌: ପଦ୍ମପୁର ଉପନିର୍ବାଚନରେ ରେକର୍ଡ ମତଦାନ ହୋଇଛି । ସଂଧ୍ୟା ୬ଟା ସୁଦ୍ଧା ୮୦.୫ ପ୍ରତିଶତ ମତଦାନ ହୋଇଥିବା ନେଇ ସୂଚନା ମିଳିଛି । ଏବେ ବି ମତଦାନ ଜାରି ରହିଛି । ଏନେଇ ବରଗଡ଼ ଜିଲ୍ଲାପାଳ ମନୀଷା ବାନାର୍ଜୀ ସୂଚନା ଦେଇଛନ୍ତି ।