ଆଜି ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ୨ଟି ମାମଲା ରହିଥିବା ବେଳେ ବାଲେଶ୍ବରରୁ ୪ , ବଲାଙ୍ଗିରରୁ ୬, ବୌଦ୍ଧରୁ ୧, କଟକରୁ ୫, ଗଜପତିରୁ ୯, ଗଞ୍ଜାମରୁ ୧, ଜଗତସିଗହପୁରରୁ୧, ଯାଜପୁରରୁ ୩, ଝାରସୁଗୁଡାରୁ ୧, କନ୍ଧମାଳରୁ ୨, କେନ୍ଦ୍ରାପଡାରୁ ୪ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି।
ସେହିପରି କୋରାପୁଟରୁ ୩, ମାଲକାନଗିରିରୁ ୧, ମୟୂରଭଞ୍ଜରୁ ୬, ନବରଙ୍ଗପୁରରୁ ୬, ରାୟଗଡା ୧, ସମ୍ବଲପୁରରୁ ୧୫, ସୁନ୍ଦରଗଡରୁ ୧୪ ଓ ଷ୍ଟେଟପୁଲରୁ ଜଣେ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ କୋରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨ ଲକ୍ଷ ୮୬,୬୨୬ରେ ପହଞ୍ଚିଛି।