ରାଜ୍ୟରେ ଆଉ ୨୮ ଓମିକ୍ରନ୍ ଆକ୍ରାନ୍ତ ଚିହ୍ନଟ, ସଂଖ୍ୟା ୧୦୦କୁ ଟପିଲା ରାଜ୍ୟ By Nitidin On Jan 10, 2022 Share ଭୁବନେଶ୍ୱର,ଏନ୍ଏନ୍ଏସ୍: ରାଜ୍ୟରେ ଆଉ ୨୮ଜଣ ଓମିକ୍ରନ୍ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଫଳରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୦୩କୁ ବୃଦ୍ଧି ପାଇଛି। ଏନେଇ ଆଇଏଲଏସ ପକ୍ଷରୁ ସ୍ୱାସ୍ଥ୍ୟ ବିଭାଗକୁ ସୂଚନା ପ୍ରଦାନ କରାଯାଇଛି। Share