ରାଜ୍ୟରେ ପୁଣି ୬୭ ଓମିକ୍ରନ୍ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,ଏନ୍ଏନ୍ଏସ୍: ରାଜ୍ୟରେ ପୁଣି ଆଉ ୬୭ ଓମିକ୍ରନ୍ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଫଳରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୭୦କୁ ବୃଦ୍ଧି ପାଇଛି। ଏନେଇ ଆଏଲଏସ ସ୍ୱାସ୍ଥ୍ୟ ବିଭାଗକୁ ସୂଚନା ପ୍ରଦାନ କରିଛି।