ପଞ୍ଚାୟତ ନିର୍ବାଚନ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି

ଭୁବନେଶ୍ୱର,ଏନ୍ଏନ୍ଏସ୍: ପଞ୍ଚାୟତ ନିର୍ବାଚନ ପାଇଁ ବିଜ୍ଞପ୍ତି ଜାରି ହୋଇଛି। ପଞ୍ଚାୟତ ଅଫିସରେ ସରପଞ୍ଚ ଓ ସମିତି ସଭ୍ୟଙ୍କ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି। ଜିଲ୍ଲା ଓ ବ୍ଲକ କାର୍ଯ୍ୟାଳୟରେ ଜିଲ୍ଲା ପରିଷଦ ସଭ୍ୟଙ୍କ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଥିବା ଜଣାପଡ଼ିଛି।