କେନ୍ଦ୍ରୀୟ ଡେପୁଟେସନରେ ଯିବେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ

ପୁରୀ,ଏନ୍‌ଏନ୍‌ଏସ୍‌: ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ କ୍ରୀଷନ କୁମାର କେନ୍ଦ୍ରୀୟ ଡେପୁଟେସନରେ ଯିବେ । କେନ୍ଦ୍ରୀୟ ବାଣିଜ୍ୟ ବିଭାଗର ଯୁଗ୍ମ ସଚିବ ଭାବେ କ୍ରୀଷନ କୁମାର ଦାୟିତ୍ୱ ଗ୍ରହଣ କରିବେ । କେନ୍ଦ୍ର ସରକାରଙ୍କ ପକ୍ଷରୁ ବିଧିବଦ୍ଧ ଭାବେ ବିଜ୍ଞପ୍ତି ପ୍ରକାଶ ପାଇଛି ।