ଗୁଇନ୍ଦା ନିର୍ଦ୍ଦେଶକ ବଦଳାଇଲେ ସରକାର

ଭୁବନେଶ୍ୱର,ଏନ୍‌ଏନ୍‌ଏସ୍‌: ରାଜ୍ୟ ସରକାର ଗୁଇନ୍ଦା ବିଭାଗ ନିର୍ଦ୍ଦେଶକ ବଦଳାଇଛି । ଫଳରେ ଏଡିଜି ଆରପି କୋଚେଙ୍କୁ ଗୁଇନ୍ଦା ନିର୍ଦ୍ଦେଶକ ଅତିରିକ୍ତ ଦାୟିତ୍ୱ ଦିଆଯାଇଛି । ଏଥିସହିତ ଗୁଇନ୍ଦା ନିର୍ଦ୍ଦେଶକ ଲଳିତ ଦାସଙ୍କୁ ଗୃହ ବିଭାଗ ଓଏସଡି ଦାୟିତ୍ୱ ହସ୍ତାନ୍ତ କରାଯାଇଥିବା ଜଣାପଡ଼ିଛି ।