ଦିଲ୍ଲୀରେ ମୋଦୀଙ୍କୁ ଭେଟିଲେ ନବୀନ

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ପ୍ରଧାନମନ୍ତ୍ରୀ କାର୍ଯ୍ୟାଳୟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭେଟିଛନ୍ତି । ମୋଦୀଙ୍କୁ ଭେଟିବା ପରେ ନବୀନ କହିଛନ୍ତି ଯେ, ମହାମାରୀ ପରେ ଏହା ସୌଜନ୍ୟମୂଳକ ସାକ୍ଷାତ ଥିଲା । ଏହି ସମୟରେ ରାଜ୍ୟର ବିଭିନ୍ନ ପ୍ରସଙ୍ଗରେ ଆଲୋଚନା ହୋଇଥିଲା । ରାଷ୍ଟ୍ରପତି ନିର୍ବାଚନ ନେଇ କୌଣସି ଆଲୋଚନା ହୋଇନାହିଁ ।