୫ ଫୁଟର ନାଗ ସାପ ଉଦ୍ଧାର କଲେ ବିକି

ସଇଁନ୍ତଲା,ଏନ୍‌ଏନ୍‌ଏସ୍‌: ବଲାଙ୍ଗୀର ଜିଲ୍ଲା ସଇଁନ୍ତଲା ବ୍ଲକ ଜାତୀୟ ରାଜପଥ ୨୬ ବରଗାଁ ପଟେଲ ପାଲଗଦା କମ୍ପାନୀ ଭିତରେ ଏକ ସାପ ରହିଥିବା ମାଲିକ ଦେଖିବାକୁ ପାଇଥିଲେ । ପରେ ସାପ ଧରାଳି ବିକି ଜି ନାଗଙ୍କୁ ଖବର ଦେବା ପରେ ସେ ଘଟଣାସ୍ଥଳରେ ପହଁଚି ୫ ଫୁଟର କୋବ୍ରା ନାଗ ସାପ ଉଦ୍ଧାର କରି ଜଙ୍ଗଲରେ ଛାଡ଼ି ଦେଇଥିବା ଜଣାପଡ଼ିଛି ।