୪ରୁ ୫ ଦିନରେ ଓଡ଼ିଶା ଛୁଇଁବ ମୌସୁମୀ ରାଜ୍ୟ By Nitidin On Jun 11, 2022 Share ଭୁବନେଶ୍ୱର,ଏନ୍ଏନ୍ଏସ୍: ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ୪ରୁ ୫ ଦିନ ମଧ୍ୟରେ ଓଡ଼ିଶା ଛୁଇଁବ । ସେଥିପାଇଁ ପାଗ ଧୀରେ ଧୀରେ ଅନୁକୂଳ ହେଉଛି । ଏନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । Share