ଆସନ୍ତା ୪ ତାରିଖ ସୁଦ୍ଧା ଲଘୁଚାପ ସମ୍ଭାବନା ଦେଶ- ବିଦେଶ By Nitidin Last updated Jul 1, 2022 Share ଭୁବନେଶ୍ୱର,ଏନ୍ଏନ୍ଏସ୍: ଉତ୍ତର ଓଡ଼ିଶା ଓ ତା’ର ପାଶ୍ୱବର୍ତ୍ତୀ ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟିର ସମ୍ଭାବନା ରହିଛି । ଆସନ୍ତା ୪ ତାରିଖ ସୁଦ୍ଧା ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇପାରେ । ଏନେଇ ଭୁବନେଶ୍ୱର ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । Share