ପୁରୀ,ଏନ୍ଏନ୍ଏସ୍: ଜନ୍ମବେଦିରେ ଲୀଳାଖେଳା ସାରି ଶ୍ରୀମନ୍ଦିରକୁ ବାହାଡ଼ୁଛନ୍ତି ୩ ଠାକୁର । ବଡ଼ଦାଣ୍ଡରେ ବଳଭଦ୍ରଙ୍କ ତାଳଧ୍ୱଜ ରଥ ଗଡ଼ିବା ଆରମ୍ଭ ହୋଇଛି । ଏହି ଅବସରରେ ପୁରୀରେ ଲକ୍ଷାଧିକ ଶ୍ରଦ୍ଧାଳୁ ଉପସ୍ଥିତ ଅଛନ୍ତି।
ସୂଚନାଯୋଗ୍ୟ, ଗଜପତି ମହାରାଜା ହାତରେ ସୁବର୍ଣ୍ଣ ଖଡ଼ିକା ଧରି ଛେରା ପହଁରା କରିବା ପରେ ରଥଟଣା ଆରମ୍ଭ ହୋଇଛି ।