Notice: Function _load_textdomain_just_in_time was called incorrectly. Translation loading for the really-simple-ssl domain was triggered too early. This is usually an indicator for some code in the plugin or theme running too early. Translations should be loaded at the init action or later. Please see Debugging in WordPress for more information. (This message was added in version 6.7.0.) in /home/muhapqmy/public_html/wp-includes/functions.php on line 6131

Notice: Function _load_textdomain_just_in_time was called incorrectly. Translation loading for the publisher domain was triggered too early. This is usually an indicator for some code in the plugin or theme running too early. Translations should be loaded at the init action or later. Please see Debugging in WordPress for more information. (This message was added in version 6.7.0.) in /home/muhapqmy/public_html/wp-includes/functions.php on line 6131
ଆଦର୍ଶ ବିଦ୍ୟାଳୟରେ ଛାତ୍ରୀଙ୍କୁ ମାଡ଼ ଘଟଣାର ପ୍ରଶାସନିକ ତଦନ୍ତ ଆରମ୍ଭ – Nitidin
Deprecated: Function WP_Dependencies->add_data() was called with an argument that is deprecated since version 6.9.0! IE conditional comments are ignored by all supported browsers. in /home/muhapqmy/public_html/wp-includes/functions.php on line 6131

ଆଦର୍ଶ ବିଦ୍ୟାଳୟରେ ଛାତ୍ରୀଙ୍କୁ ମାଡ଼ ଘଟଣାର ପ୍ରଶାସନିକ ତଦନ୍ତ ଆରମ୍ଭ

ଦେବଗଡ଼,ଏନ୍‌ଏନ୍‌ଏସ୍‌: ତିଲେଇବଣି ଆଦର୍ଶ ବିଦ୍ୟାଳୟରେ ଦଶମ ଶ୍ରେଣୀର ଛାତ୍ରୀଙ୍କୁ ଶିକ୍ଷୟତ୍ରୀଙ୍କ ମାଡ଼ ଘଟଣାକୁ ନେଇ ଶିଶୁ ସୁରକ୍ଷା ବିଭାଗ ପକ୍ଷରୁ ତଦନ୍ତ ଆରମ୍ଭ ହୋଇଛି । ଜିଲ୍ଲା ପ୍ରଶାସନର ନିର୍ଦ୍ଦେଶରେ ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ ରୋମିଓ ମହାପାତ୍ର, ସୁରକ୍ଷା ଅଧିକାରୀ ଚିନ୍ମୟ ସ୍ୱାଇଁ ଓ ଦେବଗଡ଼ ଥାନା ପୁଲିସ ବିଦ୍ୟାଳୟରେ ପହଞ୍ଚି ଘଟଣାର ତଦନ୍ତ କରିଥିଲେ । ତଦନ୍ତ ସମୟରେ ବିଦ୍ୟାଳୟର ଶିକ୍ଷକମାନେ ଘଟଣା ସମ୍ପର୍କରେ କିଛି ଜାଣି ନଥିବା ପ୍ରକାଶ କରିଥିଲେ । ଅନ୍ୟପଟେ ସମ୍ପୃକ୍ତ ଶିକ୍ଷୟତ୍ରୀ ନିଜ ଦୋଷ ସ୍ୱୀକାର କରିବା ସହ ଏହାର ପୁନରାବୃତ୍ତି ହେବନି ବୋଲି ତଦନ୍ତ ଅଧିକାରୀଙ୍କଠାରେ ପ୍ରକାଶ କରିଥିଲେ । ତଦନ୍ତ ରିପୋର୍ଟ ଜିଲ୍ଲାପାଳଙ୍କୁ ପ୍ରଦାନ ପରେ ପରବର୍ତ୍ତୀ ବିଭାଗୀୟ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ସୂଚନା ମିଳିଛି ।