ଅର୍ଚ୍ଚନାଙ୍କୁ ଗିରଫ କଲା ଇଡି ରାଜ୍ୟ By Nitidin On Dec 13, 2022 Share ଭୁବନେଶ୍ୱର,ଏନ୍ଏନ୍ଏସ୍: ଲେଡି ବ୍ଲାକମେଲର ଅର୍ଚ୍ଚନା ନାଗକୁ ମନି ଲଣ୍ଡ୍ରିଂ ମାମଲାରେ ଇଡି ଗିରଫ କରିଛି । ୭ଦିନର ରିମାଣ୍ଡ ଅବଧି ସରିବା ପରେ ଅର୍ଚ୍ଚନାଙ୍କୁ ଗିରଫ କରାଯାଇଥିବା ନେଇ ଇଡି ପକ୍ଷରୁ ସୂଚନା ଦିଆଯାଇଛି । ପୂର୍ବରୁ ଅର୍ଚ୍ଚନାଙ୍କ ସହଯୋଗୀ ଖଗେଶ୍ୱରକୁ ଇଡି ଗିରଫ କରିଥିଲା । Share