ଆଇସିୟୁରେ ପ୍ରତାପ ଷଡ଼ଙ୍ଗୀ

ବାଲେଶ୍ୱର,ଏନ୍‌ଏନ୍‌ଏସ୍‌: ବାଲେଶ୍ୱର ସାଂସଦ ପ୍ରତାପ ଷଡ଼ଙ୍ଗୀଙ୍କୁ ଏଫଏମ ମେଡିକାଲ କଲେଜରେ ଭର୍ତ୍ତି କରାଯାଇଛି । ଶ୍ରୀ ଷଡ଼ଙ୍ଗୀ ୩ ଦିନ ହେବ ଜ୍ୱର ଓ ଥଣ୍ଡାରେ ଆକ୍ରାନ୍ତ ଥିଲେ । ଆଜି ଦୁର୍ବଳ ଅନୁଭବ କରିବାରୁ ଆଇସିୟୁରେ ଭର୍ତ୍ତି କରାଯାଇଥିବା ଜଣାପଡ଼ିଛି ।