ଭୁବନେଶ୍ୱର,ଏନ୍ଏନ୍ଏସ୍: ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନାରେ ଆଉ ବର୍ଷେ ମାଗଣା ଚାଉଳ ମିଳିବ । ଫଳରେ ୨୦୨୩ ଜାନୁଆରୀରୁ ଡିସେମ୍ବର ପର୍ଯ୍ୟନ୍ତ ମାଗଣା ଚାଉଳ ମିଳିବ ବୋଲି ଜଣାପଡ଼ିଛି । ଏନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି । ମାସିକ ମୁଣ୍ଡପିଛା ୫କେଜି ଚାଉଳ ମିଳିବ ଯେଉଁଥିରେ ୧୮୫ କୋଟି ଟଙ୍କା ଖର୍ଚ୍ଚ ହେବ ।