ରାଜଧାନୀରେ ମାସେ ନିର୍ମାଣ କାମ ବନ୍ଦ

ଭୁବନେଶ୍ୱର,ଏନ୍‌ଏନ୍‌ଏସ୍‌: ହକି ବିଶ୍ୱକପ ପାଇଁ ରାଜଧାନୀ ଭୁବନେଶ୍ୱରରେ ମାସେ ପର୍ଯ୍ୟନ୍ତ ନିର୍ମାଣ କାମ ବନ୍ଦ ରହିବ । ଅଯଥାରେ ନିର୍ମାଣ ନାଁରେ ରାସ୍ତାଘାଟ ଖୋଳିବା ଉପରେ କଟକଣା ଲାଗଯାଇଛି । ଏନେଇ ବିଏମସି ପକ୍ଷରୁ ସୂଚନା ଦିଆଯାଇଛି ।