କାଲି ଦିନ ୧ଟାରୁ ସବୁ ସ୍କୁଲ ଛୁଟି

ଭୁବନେଶ୍ୱର,ଏନ୍‌ଏନ୍‌ଏସ୍‌: ହକି ଉଦଘାଟନୀ ଉତ୍ସବ ପାଇଁ କାଲି ଦିନ ୧ଟାରୁ ରାଜ୍ୟର ସମସ୍ତ ସ୍କୁଲ ବନ୍ଦ ରହିବ । ପିଲାମାନେ କାର୍ଯ୍ୟକ୍ରମର ସିଧା ପ୍ରସାରଣ ଦେଖିବା ପାଇଁ ରାଜ୍ୟ ସରକାର ଛୁଟି ଘୋଷଣା କରିଛନ୍ତି । ଫଳରେ ସମସ୍ତ ସରକାରୀ, ବେସରକାରୀ ଓ ସରକାରୀ ଅନୁଦାନପ୍ରାପ୍ତ ସ୍କୁଲ ବନ୍ଦ ରହିବ । ଏନେଇ ଭୁବନେଶ୍ୱର ଡିସିପି ପ୍ରତୀକ ସିଂ ସୂଚନା ପ୍ରଦାନ କରିଛନ୍ତି ।