ଅରୁଣାଚଳ ପ୍ରଦେଶରେ ସେନା ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ

ଅରୁଣାଚଳ ପ୍ରଦେଶ: ଭାରତୀୟ ସେନାର ‘ଚିତା’ ହେଲିକପ୍ଟର ଅରୁଣାଚଳ ପ୍ରଦେଶର ମଣ୍ଡଲା ପାହାଡ଼ ଅଞ୍ଚଳରେ ଦୁର୍ଘଟଣାଗ୍ରସ୍ତ ହୋଇଛି । ଏଥିରେ କେବଳ ପାଇଲଟ ଓ ସହପାଇଲଟ ମହଜୁଦ ଥିଲେ । ପାଇଲଟଙ୍କୁ ଖୋଜିବା ପାଇଁ ସର୍ଚ୍ଚ ଅପରେସନ ଆରମ୍ଭ ହୋଇଛି । ଏନେଇ ସେନା ସୂତ୍ରରୁ ଜଣାପଡ଼ିଛି ।