କାଲି ୪ ଘଣ୍ଟା ପାଇଁ ବନ୍ଦ ରହିବ ଶ୍ରୀଜିଉଙ୍କ ଦର୍ଶନ ରାଜ୍ୟ By nitidin1 Last updated Mar 21, 2023 Share ପୁରୀ,ଏନ୍ଏନ୍ଏସ୍: ପୁରୀ ଶ୍ରୀମନ୍ଦିରରେ କାଲି ସାଧାରଣ ଦର୍ଶନ ୪ ଘଣ୍ଟା ଲାଗି ବନ୍ଦ ରହିବ । ସନ୍ଧ୍ୟା ୫ଟାରୁ ୯ଟା ଯାଏଁ ଦର୍ଶନ ବନ୍ଦ ରହିବ । ଶ୍ରୀଜିଉଙ୍କ ବନକଲାଗି ନୀତି ପାଇଁ ଦର୍ଶନ ବନ୍ଦ ରହିବ ବୋଲି ସୂଚନା ମିଳିଛି । Share