କଂଗ୍ରେସ ତରଫରୁ ତରୁଣ ପାଣ୍ଡେ ଲଢ଼ିବେ ଝାରସୁଗୁଡ଼ା ଉପନିର୍ବାଚନ

ଝାରସୁଗୁଡ଼ା,ଏନ୍‌ଏନ୍‌ଏସ୍‌: ଝାରସୁଗୁଡ଼ା ଉପନିର୍ବାଚନ ଲାଗି କଂଗ୍ରେସ ପ୍ରାର୍ଥୀ ଘୋଷଣା କରିଛି । ପୂର୍ବତନ ବିଧାୟକ ବୀରେନ୍ଦ୍ର ପାଣ୍ଡେଙ୍କ ପୁଅ ତରୁଣ ପାଣ୍ଡେ କଂଗ୍ରେସ ପ୍ରାର୍ଥୀ ଭାବେ ନିର୍ବାଚନ ଲଢ଼ିବେ । ଏନେଇ ଏଇସିସି ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।