ମମିତାଙ୍କ ପରିବାରକୁ ମିଳିବ ୧୦ ଲକ୍ଷ ଟଙ୍କା ରାଜ୍ୟ By nitidin1 On Apr 21, 2023 Share ବଲାଙ୍ଗିର,ଏନ୍ଏନ୍ଏସ୍: ବହୁଚର୍ଚ୍ଚିତ ମମିତା ମେହେର ହତ୍ୟା ଘଟଣାରେ ତାଙ୍କ ପରିବାରକୁ ୧୦ ଲକ୍ଷ ଟଙ୍କାର ସହାୟତା ରାଶି ମିଳିବ । ସହାୟତା ଦେବା ନେଇ ଜିଲ୍ଲା ଆଇନ ସେବା ପ୍ରାଧିକରଣ ପକ୍ଷରୁ ନିଷ୍ପତ୍ତି ନିଆଯାଇଛି । ସହାୟତା ପାଇବା ଲାଗି ମମିତାଙ୍କ ଭାଇ ଆବେଦନ କରିଥିଲେ । Share