ରେଳ ଦୁର୍ଘଟଣା ନେଇ ୩ କେନ୍ଦ୍ରମନ୍ତ୍ରୀଙ୍କ ସମୀକ୍ଷା

ଭୁବନେଶ୍ୱର,ଏନ୍‌ଏନ୍‌ଏସ୍‌: ଭୁବନେଶ୍ୱର ରେଳ ସଦନରେ ବାହାନଗା ରେଳ ଦୁର୍ଘଟଣାକୁ ନେଇ ୩ କେନ୍ଦ୍ରମନ୍ତ୍ରୀଙ୍କ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି । ଏଥିରେ କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ମନସୁଖ ମାଣ୍ଡଭୀୟ, ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଓ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଉପସ୍ଥିତ ଥିଲେ ।