କାଲି ବାହାରିବ ଯୁକ୍ତ ୨ କଳା ରେଜଲ୍ଟ

କଟକ,ଏନ୍‌ଏନ୍‌ଏସ୍‌: ରାଜ୍ୟରେ ଆସନ୍ତାକାଲି ଅପରାହ୍ନ ୪ଟାରେ ଯୁକ୍ତ ୨ କଳା ରେଜଲ୍ଟ ବାହାରିବ । କଳା ସହ ଧନ୍ଦାମୂଳକ ଶିକ୍ଷାର ରେଜଲ୍ଟ ମଧ୍ୟ ପ୍ରକାଶ ପାଇବ । ଏନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଅଧ୍ୟକ୍ଷ ଅଶ୍ୱିନୀ ମିଶ୍ର ସୂଚନା ଦେଇଛନ୍ତି ।