ଓଡ଼ିଶାରେ ମୌସୁମୀ

ଭୁବନେଶ୍ୱର,ଏନ୍‌ଏନ୍‌ଏସ୍‌: ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଆଜି ଓଡ଼ିଶା ଛୁଇଁଛି । ବିଶେଷ କରି ମାଲକାନଗିରି, କୋରାପୁଟ ଓ ଗଜପତି ଛୁଇଁଛି । ଆଗାମୀ ୨ ଦିନ ମଧ୍ୟରେ ସାରା ଓଡ଼ିଶାକୁ ଅଗ୍ରସର ହେବ । ମୌସୁମୀ ପ୍ରଭାବରେ ସାରା ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହୋଇଛି ।