ରାତି ୧୦.୧୫ ଯାଏ ସତର୍କ: ୫ ଜିଲ୍ଲାରେ ବର୍ଷା ଓ ବଜ୍ରପାତ ସମ୍ଭାବନା ରାଜ୍ୟ By Nitidin On Jan 8, 2020 Share ଭୁବନେଶ୍ୱର,ଏନ୍ଏନ୍ଏସ୍: ଆଜି ରାତି ୧୦.୧୫ ମଧ୍ୟରେ ୫ ଜିଲ୍ଲାର ବିଭିନ୍ନ ସ୍ଥାନରେ ବର୍ଷା ଓ ବଜ୍ରପାତ ହେବା ନେଇ ପୂର୍ବାନୁମାନ କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର। ସେହି ଜିଲ୍ଲାଗୁଡିକ ହେଲା ସୁନ୍ଦରଗଡ଼, ଦେବଗଡ଼, ଝାରୁସୁଗୁଡା, ବରଗଡ ଓ ସମ୍ବଲପୁର। Share