Notice: Function _load_textdomain_just_in_time was called incorrectly. Translation loading for the really-simple-ssl domain was triggered too early. This is usually an indicator for some code in the plugin or theme running too early. Translations should be loaded at the init action or later. Please see Debugging in WordPress for more information. (This message was added in version 6.7.0.) in /home/muhapqmy/public_html/wp-includes/functions.php on line 6131

Notice: Function _load_textdomain_just_in_time was called incorrectly. Translation loading for the publisher domain was triggered too early. This is usually an indicator for some code in the plugin or theme running too early. Translations should be loaded at the init action or later. Please see Debugging in WordPress for more information. (This message was added in version 6.7.0.) in /home/muhapqmy/public_html/wp-includes/functions.php on line 6131
ଓଡ଼ିଶା କୃଷି ଓ ବୈଷୟିକ ବିଶ୍ୱ ବିଦ୍ୟାଳୟ ତରଫରୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍‌ ପାଣ୍ଠିକୁ ଗୋଟିଏ ଦିନର ଦରମା ପ୍ରଦାନ – Nitidin
Deprecated: Function WP_Dependencies->add_data() was called with an argument that is deprecated since version 6.9.0! IE conditional comments are ignored by all supported browsers. in /home/muhapqmy/public_html/wp-includes/functions.php on line 6131

ଓଡ଼ିଶା କୃଷି ଓ ବୈଷୟିକ ବିଶ୍ୱ ବିଦ୍ୟାଳୟ ତରଫରୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍‌ ପାଣ୍ଠିକୁ ଗୋଟିଏ ଦିନର ଦରମା ପ୍ରଦାନ

ଭୁବନେଶ୍ୱର,ଏନ୍ଏନ୍ଏସ୍: ରାଜ୍ୟର କୋଭିଡ୍‌-୧୯ ସ୍ଥିତିର ମୁକାବିଲା କରିବା ପାଇଁ ଓଡ଼ିଶା କୃଷି ଓ ବୈଷୟିକ ବିଶ୍ୱବିଦ୍ୟାଳୟର ବୈଜ୍ଞାନିକ ଓ କର୍ମଚାରୀମାନେ ସେମାନଙ୍କର ଗୋଟିଏ ଦିନର ଦରମା ୧୯ ଲକ୍ଷ ୮ ହଜାର ୩୯୧ ଟଙ୍କା ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍‌ ପାଣ୍ଠିକୁ ପ୍ରଦାନ କରିଛନ୍ତି। ଆଜି ପୂର୍ବାହ୍ଣରେ ଓଡ଼ିଶା କୃଷି ଓ ବୈଷୟିକ ବିଶ୍ୱବିଦ୍ୟାଳୟର କୁଳ ପତି ଡ. ପବନ କୁମାର ଅଗ୍ରଓ୍ୱାଲ୍‌ କୃଷି ଭବନଠାରେ ଏହି ଅର୍ଥରାଶିର ଏକ ବ୍ୟାଙ୍କ ଡ୍ରାଫ୍ଟ କୃଷି ଓ କୃଷକ ସଶକ୍ତିକରଣ, ମତ୍ସ୍ୟ ଓ ପ୍ରାଣୀସମ୍ପଦ ବିକାଶ, ଉଚ୍ଚଶିକ୍ଷା ମନ୍ତ୍ରୀ ଡ. ଅରୁଣ କୁମାର ସାହୁଙ୍କୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍‌ ପାଣ୍ଠି ଉଦ୍ଦେଶ୍ୟରେ ପ୍ରଦାନ କରିଛନ୍ତି। ଏହି ଅବସରରେ କୃଷି ଓ କୃଷକ ସଶକ୍ତିକରଣ ବିଭାଗର ପ୍ରମୁଖ ଶାସନ ସଚିବ ଡ. ସୌରଭ ଗର୍ଗ ଉପସ୍ଥିତ ଥିଲେ।