ଭୁବନେଶ୍ୱର,ଏନ୍ଏନ୍ଏସ୍: ରାଜ୍ୟ ପାଇଁ ଖୁସି ଖବର। ଆଜି ରାଜ୍ୟରେ ଆଉ ୧୪୯ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ମୋଟ୍ ରାଜ୍ୟରେ ଆରୋଗ୍ୟଙ୍କ ସଂଖ୍ୟା୫୫୦୨ରେ ପହଞ୍ଚିଛନ୍ତି। ଆଜି ସୁସ୍ଥଙ୍କ ମଧ୍ୟରୁ ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ ୪୯ ଜଣ ରହିଛନ୍ତି। ସେହିପରି ଖୋର୍ଦ୍ଧା ଜିଲ୍ଲାରୁ ୨୪ ଜଣ ସୁସ୍ଥ ହୋଇଥିବାବେଳେ
ମୟୂରଭଞ୍ଜରୁ ୧୪, କଟକରୁ ୧୩, କଳାହାଣ୍ଡି ଓ କେନ୍ଦ୍ରାପଡ଼ାରୁ ୬ଜଣ ଲେଖାଏଁ, ରାୟଗଡାରୁ ୫ ଜଣ, ଅନୁଗୋଳ, ଝାରସୁଗୁଡା ଓ ସୁନ୍ଦରଗଡରୁ ୪ଜଣ ଲେଖାଏଁ ସୁସ୍ଥ ହୋଇଛନ୍ତି।
3 each from Bolangir, Bhadrak, Jajpur & Puri
2 each from Balasore, Jagatsinghpur & Nayagarh
1 each from Baragarh & KoraputThe total recovered cases of #Odisha now stand at 5502
— H & FW Dept Odisha (@HFWOdisha) July 2, 2020